ରାଜ୍ୟ ସରକାର ଯଥାଶୀଘ୍ର ଓଡ଼ିଶାର ବହୁସଂଖ୍ୟକ ସାମାଜ ତଥା ସାମାଜିକ ଓ ଶିକ୍ଷା କ୍ଷେତ୍ରରେ ପଛୁଆ ବର୍ଗ (ଏସଇବିସି)ଙ୍କୁ ଶିକ୍ଷା କ୍ଷେତ୍ରରେ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କ ପାଇଁ ଉଭୟ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଖୁବ ଶୀଘ୍ର ସମ୍ବିଧାନ ଅନୁମୋଦିତ ୨୭ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବା ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
