ବଢ଼ିଲା-ସୁନା-ଦାମ୍-ଜାଣନ୍ତୁ-ଆପଣଙ୍କ-ସହରରେ-କେତେ-ଅଛି-ମୂଲ୍ୟ
- ଦେଶଦୁନିଆ

ବଢ଼ିଲା ସୁନା ଦାମ୍, ଜାଣନ୍ତୁ ଆପଣଙ୍କ ସହରରେ କେତେ ଅଛି ମୂଲ୍ୟ

 ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୪,୦୬୦ ଟଙ୍କାରେ ପହଞ୍ଚିଥିବା ଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା ବଢ଼ି ୪୮,୦୬୦ ଟଙ୍କା ଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୧,୯୦୦ ଟଙ୍କା ଓ ୪୫,୭୦୦ ଟଙ୍କା ଛୁଇଁଛି।

Leave a Comment

Your email address will not be published. Required fields are marked *